Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:10-13

Help us?
Click on verse(s) to share them!
10ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
11ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
13ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:10-13ହିତୋପଦେଶ 12:10-13