Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:14-16

Help us?
Click on verse(s) to share them!
14ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:14-16ହିତୋପଦେଶ 12:14-16