Text copied!
Bibles in Odia

ହିତୋପଦେଶ 12:14-16 in Odia

Help us?

ହିତୋପଦେଶ 12:14-16 in ଓଡିଆ ବାଇବେଲ

14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16 ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
ହିତୋପଦେଶ 12 in ଓଡିଆ ବାଇବେଲ