Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:17-18

Help us?
Click on verse(s) to share them!
17ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
18କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:17-18ହିତୋପଦେଶ 12:17-18