Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:19-21

Help us?
Click on verse(s) to share them!
19ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
20ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
21ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:19-21ହିତୋପଦେଶ 12:19-21