Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:2-3

Help us?
Click on verse(s) to share them!
2ସତ୍‍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
3ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:2-3ହିତୋପଦେଶ 12:2-3