Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:22-25

Help us?
Click on verse(s) to share them!
22ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
23ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:22-25ହିତୋପଦେଶ 12:22-25