Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:23-27

Help us?
Click on verse(s) to share them!
23ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
27ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:23-27ହିତୋପଦେଶ 12:23-27