Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:24-26

Help us?
Click on verse(s) to share them!
24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:24-26ହିତୋପଦେଶ 12:24-26