Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:25-27

Help us?
Click on verse(s) to share them!
25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
27ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:25-27ହିତୋପଦେଶ 12:25-27