Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:3-4

Help us?
Click on verse(s) to share them!
3ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
4ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:3-4ହିତୋପଦେଶ 12:3-4