Text copied!
Bibles in Odia

ହିତୋପଦେଶ 12:9-12 in Odia

Help us?

ହିତୋପଦେଶ 12:9-12 in ଓଡିଆ ବାଇବେଲ

9 ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
10 ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
11 ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12 ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।
ହିତୋପଦେଶ 12 in ଓଡିଆ ବାଇବେଲ