Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:12-14

Help us?
Click on verse(s) to share them!
12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
14ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‌‌ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:12-14ହିତୋପଦେଶ 13:12-14