Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:18-20

Help us?
Click on verse(s) to share them!
18ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
19ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:18-20ହିତୋପଦେଶ 13:18-20