Text copied!
Bibles in Odia

ହିତୋପଦେଶ 13:18-20 in Odia

Help us?

ହିତୋପଦେଶ 13:18-20 in ଓଡିଆ ବାଇବେଲ

18 ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
ହିତୋପଦେଶ 13 in ଓଡିଆ ବାଇବେଲ