Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:19-22

Help us?
Click on verse(s) to share them!
19ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
21ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
22ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:19-22ହିତୋପଦେଶ 13:19-22