Text copied!
Bibles in Odia

ହିତୋପଦେଶ 13:19-22 in Odia

Help us?

ହିତୋପଦେଶ 13:19-22 in ଓଡିଆ ବାଇବେଲ

19 ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
21 ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
22 ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
ହିତୋପଦେଶ 13 in ଓଡିଆ ବାଇବେଲ