Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:20-24

Help us?
Click on verse(s) to share them!
20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
21ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।
22ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
23ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।
24ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:20-24ହିତୋପଦେଶ 13:20-24