Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:23-24

Help us?
Click on verse(s) to share them!
23ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ।
24ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:23-24ହିତୋପଦେଶ 13:23-24