Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:24-25

Help us?
Click on verse(s) to share them!
24ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।
25ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:24-25ହିତୋପଦେଶ 13:24-25