Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:8-12

Help us?
Click on verse(s) to share them!
8ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
9ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
10ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
11ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:8-12ହିତୋପଦେଶ 13:8-12