Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:11-15

Help us?
Click on verse(s) to share them!
11ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
12ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ।
13ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।
14ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:11-15ହିତୋପଦେଶ 14:11-15