Text copied!
Bibles in Odia

ହିତୋପଦେଶ 14:11-15 in Odia

Help us?

ହିତୋପଦେଶ 14:11-15 in ଓଡିଆ ବାଇବେଲ

11 ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
12 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ।
13 ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।
14 ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
ହିତୋପଦେଶ 14 in ଓଡିଆ ବାଇବେଲ