Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:15-16

Help us?
Click on verse(s) to share them!
15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
16ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:15-16ହିତୋପଦେଶ 14:15-16