Text copied!
Bibles in Odia

ହିତୋପଦେଶ 14:15-19 in Odia

Help us?

ହିତୋପଦେଶ 14:15-19 in ଓଡିଆ ବାଇବେଲ

15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
16 ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
17 ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
18 ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
19 ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
ହିତୋପଦେଶ 14 in ଓଡିଆ ବାଇବେଲ