Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:17-20

Help us?
Click on verse(s) to share them!
17ଯେ ହଠାତ୍‍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
18ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
19ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
20ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା’ନ୍ତି।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:17-20ହିତୋପଦେଶ 14:17-20