Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:21-23

Help us?
Click on verse(s) to share them!
21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
22ଅନିଷ୍ଟ ଚିନ୍ତାକାରୀଗଣ କ’ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
23ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:21-23ହିତୋପଦେଶ 14:21-23