Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:24-27

Help us?
Click on verse(s) to share them!
24ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
25ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
26ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
27ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:24-27ହିତୋପଦେଶ 14:24-27