Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:27-30

Help us?
Click on verse(s) to share them!
27ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
28ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।
29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
30ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:27-30ହିତୋପଦେଶ 14:27-30