Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:8-9

Help us?
Click on verse(s) to share them!
8ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
9ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:8-9ହିତୋପଦେଶ 14:8-9