Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:10-12

Help us?
Click on verse(s) to share them!
10ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:10-12ହିତୋପଦେଶ 15:10-12