Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:10-14

Help us?
Click on verse(s) to share them!
10ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
14ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:10-14ହିତୋପଦେଶ 15:10-14