Text copied!
Bibles in Odia

ହିତୋପଦେଶ 15:10-14 in Odia

Help us?

ହିତୋପଦେଶ 15:10-14 in ଓଡିଆ ବାଇବେଲ

10 ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
11 ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
14 ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
ହିତୋପଦେଶ 15 in ଓଡିଆ ବାଇବେଲ