Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:13-15

Help us?
Click on verse(s) to share them!
13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
14ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
15ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:13-15ହିତୋପଦେଶ 15:13-15