Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:17-19

Help us?
Click on verse(s) to share them!
17ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
18କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
19ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:17-19ହିତୋପଦେଶ 15:17-19