Text copied!
Bibles in Odia

ହିତୋପଦେଶ 15:17-19 in Odia

Help us?

ହିତୋପଦେଶ 15:17-19 in ଓଡିଆ ବାଇବେଲ

17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
18 କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
19 ଅଳସର ବାଟ କଣ୍ଟାବାଡ଼ ପରି, ମାତ୍ର ସରଳାଚାରୀର ପଥ ରାଜଦାଣ୍ଡ ତୁଲ୍ୟ କରାଯାଏ।
ହିତୋପଦେଶ 15 in ଓଡିଆ ବାଇବେଲ