Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:20-22

Help us?
Click on verse(s) to share them!
20ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ; ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
21ନିର୍ବୋଧ ପ୍ରତି ଅଜ୍ଞାନତା ଆନନ୍ଦଜନକ; ମାତ୍ର ବୁଦ୍ଧିମାନ ଲୋକ ଆପଣା ଗତି ସରଳ କରେ।
22ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:20-22ହିତୋପଦେଶ 15:20-22