Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:23-25

Help us?
Click on verse(s) to share them!
23ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
24ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
25ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:23-25ହିତୋପଦେଶ 15:23-25