Text copied!
Bibles in Odia

ହିତୋପଦେଶ 15:23-25 in Odia

Help us?

ହିତୋପଦେଶ 15:23-25 in ଓଡିଆ ବାଇବେଲ

23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
ହିତୋପଦେଶ 15 in ଓଡିଆ ବାଇବେଲ