Text copied!
Bibles in Odia

ହିତୋପଦେଶ 15:26-28 in Odia

Help us?

ହିତୋପଦେଶ 15:26-28 in ଓଡିଆ ବାଇବେଲ

26 କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
ହିତୋପଦେଶ 15 in ଓଡିଆ ବାଇବେଲ