Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:29-32

Help us?
Click on verse(s) to share them!
29ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।
31ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
32ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:29-32ହିତୋପଦେଶ 15:29-32