Text copied!
Bibles in Odia

ହିତୋପଦେଶ 15:4-6 in Odia

Help us?

ହିତୋପଦେଶ 15:4-6 in ଓଡିଆ ବାଇବେଲ

4 ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
5 ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।
6 ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।
ହିତୋପଦେଶ 15 in ଓଡିଆ ବାଇବେଲ