Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:7-9

Help us?
Click on verse(s) to share them!
7ଜ୍ଞାନବାନ‌‌ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
8ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
9ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:7-9ହିତୋପଦେଶ 15:7-9