Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:8-10

Help us?
Click on verse(s) to share them!
8ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
9ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।
10ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:8-10ହିତୋପଦେଶ 15:8-10