Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 16

ହିତୋପଦେଶ 16:15-18

Help us?
Click on verse(s) to share them!
15ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ
16ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
17ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
18ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।

Read ହିତୋପଦେଶ 16ହିତୋପଦେଶ 16
Compare ହିତୋପଦେଶ 16:15-18ହିତୋପଦେଶ 16:15-18