Text copied!
Bibles in Odia

ହିତୋପଦେଶ 16:15-18 in Odia

Help us?

ହିତୋପଦେଶ 16:15-18 in ଓଡିଆ ବାଇବେଲ

15 ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ
16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
17 ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
ହିତୋପଦେଶ 16 in ଓଡିଆ ବାଇବେଲ