Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 16

ହିତୋପଦେଶ 16:2-5

Help us?
Click on verse(s) to share them!
2ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।
3ସଦାପ୍ରଭୁଙ୍କୁ ତୁମ୍ଭର କାର୍ଯ୍ୟ ସମର୍ପଣ କର, ତହିଁରେ ତୁମ୍ଭର ସଂକଳ୍ପ ସ୍ଥିରୀକୃତ ହେବ।
4ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
5ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।

Read ହିତୋପଦେଶ 16ହିତୋପଦେଶ 16
Compare ହିତୋପଦେଶ 16:2-5ହିତୋପଦେଶ 16:2-5