Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 16

ହିତୋପଦେଶ 16:21-25

Help us?
Click on verse(s) to share them!
21ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
22ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23ଜ୍ଞାନବାନ‌‌ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
24ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
25ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।

Read ହିତୋପଦେଶ 16ହିତୋପଦେଶ 16
Compare ହିତୋପଦେଶ 16:21-25ହିତୋପଦେଶ 16:21-25