Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 16

ହିତୋପଦେଶ 16:28-29

Help us?
Click on verse(s) to share them!
28କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।

Read ହିତୋପଦେଶ 16ହିତୋପଦେଶ 16
Compare ହିତୋପଦେଶ 16:28-29ହିତୋପଦେଶ 16:28-29