Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 16

ହିତୋପଦେଶ 16:9-11

Help us?
Click on verse(s) to share them!
9ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
10ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
11ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।

Read ହିତୋପଦେଶ 16ହିତୋପଦେଶ 16
Compare ହିତୋପଦେଶ 16:9-11ହିତୋପଦେଶ 16:9-11